ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୮୭ ହୋଇଛି ।