
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩୪ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩୬ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୪ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୫୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୮ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬୮ ହୋଇଛି ।