କଟକ, ପୁରୀ ଜିଲ୍ଲାର ଗୋପ ଓ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣା ଅଂଚଳରେ କରତକଳ ଠାବ ହୋଇଛି । ବେଆଇନ ଭାବେ ଚାଲିଥିବା ତିନୋଟି କରତ କଳକୁ ଠାବ କରିଛି ବନ ବିଭାଗ । ଏସବୁ ସ୍ଥାନରେ ଚଢ଼ଉ ବେଳେ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ମୂଲ୍ୟର କାଠ ଜବତ ହୋଇଥିବା ନେଇ ବିଭାଗୀୟ ସୂତ୍ରରୁ ସୂଚନା ମିଳିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO