
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୫୬ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୩୭ କରୋନାର ନୂଆ ମାମଲା
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩୭ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୭ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯୩ ହୋଇ ଯାଇଛି ।