ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୧୦୯ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୩ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧,୪୯୨ ଥିବା ବେଳେ ବର୍ତମାନ ସୁଦ୍ଧା ୫,୨୧,୫୭୩ ଜଣ ମୃତ୍ୟୁ ବରଣ କରିଛନ୍ତି
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO