କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨୬ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯୦ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩୭ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ହୋଇ ଯାଇଛି ।