ଢ଼େଙ୍କାନାଳ, ନବ ନିର୍ବାଚିତ ଢ଼େଙ୍କାନାଳ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ବାହାରେ ବୋମାମାଡ ହୋଇଛି । ଗତକାଲି ବିଳମ୍ବିତ ରାତିରେ ବୋମାମାଡ ହୋଇଥିବା ନେଇ ଟାଉନ୍ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO