କନ୍ଧମାଳ, କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ଥାନା ଅନ୍ତର୍ଗତ ଡ଼ବେରୀ ଗ୍ରାମରେ ଏସଟିଏଫ ପକ୍ଷରୁ ଚଢ଼ଉ କରାଯାଇ କଲରାପତରିଆ ବାଘ ଛାଲ ଜବତ କରାଯିବା ସହ ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ଏସଟିଏଫ ଓ ବନ ବିଭାଗର ମିଳିତ ତଦନ୍ତ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO