ପୁରୀ, ସମୁଦ୍ର କୂଳରେ ଥିବା ୪ଟି ହୋଟେଲ ଉପରେ ଚଢ଼ଉ କରାଯାଇଛି । ପର୍ଯ୍ୟଟକଙ୍କୁ ବାସି ଖାଦ୍ୟ ଯୋଗାଉଥିବା ଅଭିଯୋଗରେ ପୌରପାଳିକା ସ୍ଵାସ୍ଥ୍ୟ ଅଧିକାରୀ ଓ ଟିମ୍ ପକ୍ଷରୁ ଏହି ଚଢ଼ଉ କରାଯାଇଛି । ଚଢ଼ଉ ବେଳେ ଦୁଇଟି ହୋଟେଲକୁ ୫ ହଜାର ଜରିମାନା କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO