ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨୬ ହୋଇଛି ।