ଜୟପୁର, ଆଜି କୋରାପୁଟ ଜିଲ୍ଲା କୋଟିଆ ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଏହି ଗସ୍ତ କାଳରେ ସେ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏଥି ସହିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
ଜୟପୁର, ଆଜି କୋରାପୁଟ ଜିଲ୍ଲା କୋଟିଆ ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଏହି ଗସ୍ତ କାଳରେ ସେ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏଥି ସହିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO