
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୨ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨୮ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୪୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୪୧ ହୋଇଛି ।