ପୁରୀ, ଶ୍ରୀମନ୍ଦିର ବିମଳା ମନ୍ଦିର ନିକଟରେ ଟଳି ପଡିଛନ୍ତି ଜଣେ ଭକ୍ତ । ସେ ଛତିଶଗଡ଼ ରାଜ୍ୟର । ତାଙ୍କ ନାମ ୱାଇ.ବି. ମୂର୍ତି । ସେ ପୁରୀ ବୁଲିବାକୁ ଆସିଥିଲେ । ଆଜି ପୂର୍ବାହ୍ନରେ ଶ୍ରୀମନ୍ଦିରରେ ବିମଳା ମନ୍ଦିରକୁ ଦର୍ଶନ କରିବାକୁ ଯିବା ସମୟରେ ହଠାତ୍ ସେ ଅଚେତ୍ ହୋଇ ତଳେ ପଡିଯାଇଥିଲେ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO