
ଭୁବନେଶ୍ୱବର,ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି । ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି ।