ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୧୮୩ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧୪ ଜଣଙ୍କର ମୃତ୍ୟୁ ଘଟିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧,୫୪୨ ଥିବା ବେଳେ ବର୍ତମାନ ସୁଦ୍ଧା ୫,୨୧,୯୬୫ ଜଣ ମୃତ୍ୟୁ ବର
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୨,୬୧,୪୪୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨,୬୧,୪୪୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୩,୨୧,୦୪,୮୪୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା