ନୂଆଦିଲ୍ଲୀ ,ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।
Related Stories
November 23, 2024