
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୮ ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୬୧ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୮୯ ହୋଇଛି ।