ଭୁୁବନେଶ୍ୱର, ବିଶିଷ୍ଟ ଲେଖକ ତଥା ଓଡିଶା ସାହିତ୍ୟ ଏକାଡ଼େମୀର ପୂର୍ବତନ ସଚିବ ରବୀନ୍ଦ୍ରନାଥ ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ସାରସ୍ୱତ ସର୍ଜନା ତାଙ୍କୁ ଚିର ସ୍ମରଣୀୟ ରଖିବ ବୋଲି କହିବା ସହିତ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO