ଭୁବନେଶ୍ୱର,କଟକ ମେୟର ଭାବେ ନିର୍ବାଚିତ ହେବା ପରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି ସୁବାଷ ସିଂ ।ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ସେ ଇସ୍ତଫା ପତ୍ର ପଠାଇଛନ୍ତି ।
ସୁବାସ ସିଂ ୨ ଏପ୍ରିଲ ୨୦୨୦ରେ ରାଜ୍ୟସଭା ସାଂସଦ ଭାବେ ଦାୟିତ୍ୱ ନେଇଥିଲେ । ରାଜ୍ୟସଭା ସାଂସଦ ଭାବେ ୨ ବର୍ଷ ୨୦ ଦିନ ପୂରଣ କରିଛନ୍ତି ସୁବାସ । ଏବେ ସେ କଟକ ମେୟର ଭାବରେ ନିର୍ବାଚିତ ହୋଇଛନ୍ତି । ଯାହା ଫଳରେ ରାଜ୍ୟସଭା ସାଂସଦ ପଦରୁ ସେ ଇସ୍ତଫା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO