ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୦୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୯୮ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨୩ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୪୩ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୬୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୯୯ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୦୯ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୪୧ ହୋଇ ଯାଇଛି ।