କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୪୦ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୧ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୪୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୩ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୫୭ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮୬ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୧୨ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୮୨ ହୋଇଛି ।