ଜୟପୁର, ଜୟପୁର ଠାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ବାପୁଜି ନଗର ସ୍ଥିର ମହାରାଜା ଗଜପତିଙ୍କ ପ୍ରତିମୂର୍ତି ନିକଟରେ ପାଳିତ ହୋଇଛି । ଉତ୍କଳ ସମ୍ମିଳନି କୋରାପୁଟ ଜିଲା ଶାଖା ତରଫରୁ ପ୍ରତିମୂର୍ତି ନିକଟରେ ପୁଷ୍ପମାଲ୍ୟ ଅର୍ପଣ କରି ଜୟନ୍ତୀ ପାଳନ କରାଯାଇଛି ।
ଏହି କାଯ୍ୟକ୍ରମରେ ବିନୋଦ ମହାପାତ୍ର, ମଦନ ମୋହନ ନାୟକ, ବାଲା ରୟ ପ୍ରମୁଖ ଉପସ୍ଥିତ ରହି ଗଜପତିଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO