-
ପୀଡିତଙ୍କ ପାଇଁ ପିଏମଏନ୍ଆରଏଫ୍ ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା
ନୂଆଦିଲ୍ଲୀ,ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର ଥାଞ୍ଜାଭୁରରେ ହୋଇଥିବା ଏହି ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାମିଲନାଡୁର ଥାଞ୍ଜାଭୁରରେ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ଏକାଧିକ ଟୁଇଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ତାମିଲନାଡୁର ଥାଞ୍ଜାଭୁରରେ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖ ଅନୁଭବ କରିଛି । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହ ମୋର ଚିନ୍ତାଧାରା ଅଛି । ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ: ପ୍ରଧାନମନ୍ତ୍ରୀ