
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୬୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୫୯ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୨ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ଜଣଙ୍କର ହେଲେ ମୃତ୍ୟୁ ଘଟି ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୦୪ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪୩ହୋଇଛି ।