ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଆମକୁ ନ୍ୟାୟାଳୟରେ ସ୍ଥାନୀୟ ଭାଷାକୁ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି । ଏହା ଦ୍ୱାରା ସାଧାରଣ ନାଗରିକ ମାନଙ୍କ ମଧ୍ୟରେ ନ୍ୟାୟ ପ୍ରଣାଳୀ ଉପରେ ବିଶ୍ୱାସ ବଢିବ ଓ ଏହା ସହ ଯୋଡି ହୋଇଛି ବୋଲି ଅନୁଭବ କରିବ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO