-
୨ ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ଓଏଚଆରସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତ ମୃତ୍ୟୁ ଅଭିଯୋଗ ଘଟଣାରେ ରାଜ୍ୟ ମାନବାଧିକାର କମିଶନ (ଓଏଚଆରସି) ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ୨ ସପ୍ତାହ ମଧ୍ୟରେ ପୋଷ୍ଟମର୍ଟମ ରିପୋର୍ଟ ସହ ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଓଏଚଆରସି । ମେ’ ୨୦ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ଜିଲ୍ଲା ଏସପିଙ୍କୁ ଓଏଚଆରସି ନିର୍ଦ୍ଦେଶ ଦେଇଛନ୍ତି ।