
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩୪ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୪୧୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୪୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯୮୬ ହୋଇ ଯାଇଛି ।