-
୧୮ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପତ୍ର ଲେଖିଲେ ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ନିର୍ଦ୍ଦେଶ
ଭୁବନେଶ୍ବର, ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ସମ୍ଭାବ୍ୟ ବାତ୍ୟା ନେଇ 18ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରଦୀପ ଜେନା ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବା ଓ ଆବଶ୍ୟକୀୟ ପ୍ରସ୍ତୁତି ରଖିବାକୁ ପରାମର୍ଶ ଦେଇଛନ୍ତି । ଯେଉଁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସେ ସତର୍କ ରହିବାକୁ ପତ୍ର ଲେଖିଛନ୍ତି ସେମାନଙ୍କ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭ