ନୂଆ ଦିଲ୍ଲୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜୈନ ଆନ୍ତର୍ଜାତିକ ବାଣିଜ୍ୟିକ ସଂଗଠନର ଉଦଘାଟନ ଅଧିବେଶନରେ ଉଦବୋଧନ ଦେବେ । ଭିଡିଓ କନଫ୍ରେନ୍ସିଂ ଜରିଆରେ ସେ ଏହି ବୈଠକରେ ଉଦବୋଧନ ଦେବେ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO