ଭୁବନେଶ୍ୱର, ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଆଗାମୀ ୬ଘଂଟାରେ ଅବପାତ, ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର କାର୍ଯାଳୟ ପକ୍ଷରୁ ସୂଚନା ଦିଆ ଯାଇଛି । ଏ ସମ୍ପର୍କରେ ଟ୍ୱିଟ କରି କୁହା ଯାଇଛି ଯେ – ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଆଗାମୀ ୬ଘଂଟାରେ ଅବପାତ, ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ୧୦ ତାରିଖ ସନ୍ଧ୍ୟା ଯାଏଁ ଏହା ଉତରପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମୁଦ୍ର ମଧ୍ୟ ରେ ଉତର-ଆନ୍ଧ୍ର ଏବଂ ଓଡିଶା ଉପକୂଳ ପହଂଚିବା ପରେ ଦିଗ ପରିବର୍ତନ କରି ଉତର-ଉତର-ପୂର୍ବ ଦିଗ ରେ ଉତର ପଶ୍ଚିମ ବଙ୍ଗୋପସାଗର ଏବଂ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବ . ।
Related Stories
November 22, 2024