ଭୁୁବନେଶ୍ୱର, ସେନାର ଛତିଶଗଡ ଓ ଓଡିଶା ସବ ଏରିଆ କମାଣ୍ଡର ବ୍ରିଗେଡିୟର ବିଘ୍ନେଶ ମହାନ୍ତି, ସେନା ମେଡାଲ ସୈନ୍ୟ ଷ୍ଟେସନ କମାଣ୍ଡରଙ୍କ ଉପସ୍ଥିତିରେ ଗୋପାଳପୁର ଠାରେ ଗଂଜାମ ଜିଲ୍ଲାର ପୂର୍ବତନ ସୈନିକଙ୍କ ଚୟନିତ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ସେମାନଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରଣାଳୟର କ୍ଷେତ୍ରୀୟ ଜନ ସମ୍ପର୍କ ଅଧିକାରୀ ଏକ ପ୍ରେସ ରିଲିଜ ଜରିଆରେ ଏହି ସୂଚନା ଦେଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO