
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୫୧ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨୬ ହୋଇ ଯାଇଛି ।
ଝାରଖଣ୍ଡରେ କରୋନାର ୨ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୬ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩୫ ହୋଇଛି ।