ଭୁବନେଶ୍ବର,ବାତ୍ୟା ଅସାନି ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ଦିଆଯାଇଥିବା ନିର୍ଦେଶକୁ ଅମାନ୍ୟ କଲେ ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯାନୁଷ୍ଠାନ ନିଆଯିବ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି ।
ସେ କହିଛନ୍ତି ଯେ ମତ୍ସଜୀବୀ ମାନେ ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯାଆନ୍ତୁ ନାହିଁ । କେହି ନିର୍ଦ୍ଦେଶ ଅମାନ୍ୟ କଲେ ବିପର୍ଯ୍ୟୟ ଆଇନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବାରଣ ସତ୍ତ୍ୱେ କିଛି
ମତ୍ସ୍ୟଜୀବୀ ସମୁଦ୍ରକୁ ଯାଉଥିବାରୁ ଏହି ଚେତାବନୀ