
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦୯ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୨୫ କରୋନାର ନୂଆ ମାମଲା
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨୫ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୫ ହୋଇ ଯାଇଛି ।