
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧୯ ହୋଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୪୨ କରୋନାର ନୂଆ ମାମଲା
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୪୨ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୩୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୦୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯୨୮ ହୋଇ ଯାଇଛି ।