ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗାମୀ 18 ତାରିଖ ଦିନ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ରାଜ୍ୟର ପ୍ରମୁଖ ଶକ୍ତିପୀଠ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁଯାଉଛି। ଆସନ୍ତୁ ବହୁସଂଖ୍ୟାରେ ସାମିଲ ହୋଇ ମା’ଙ୍କ ଆଶୀର୍ବାଦ ଲାଭ କରିବା।