ଗଞ୍ଜାମ, ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରରେ ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ଅନୁଦାନରେ ଦୁଇଟି ସ୍ଵର୍ଗରଥ ଆଜି ଲୋକାର୍ପଣ କରାଯାଇଛି । ଏହାକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବଂ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହା ପରେ ଆଉ ଦୁଇଟି ସ୍ଵର୍ଗରଥର ଲୋକାର୍ପଣ କରାଯିବ ବୋଲି ବିଧାୟକ ବିକ୍ରମ କୁମାର ପଣ୍ଡା ଘୋଷଣା କରିଛନ୍ତି । ଆୟୋଜିତ ଏହି ଉତ୍ସବରେ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
Related Stories
November 24, 2024
November 24, 2024