ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୪୮୭ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧୭,୬୯୨. ବେଳେ ବର୍ତମାନ ସୁଦ୍ଧା ୫,୨୪,୨୧୪ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୪,୦୫,୧୫୬ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪,୦୫,୧୫୬ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୪,୩୮,୩୬,୯୧୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା