ଭୁବନେଶ୍ୱର, ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ ପାଇଁ ଭାରତୀୟ ହକି ଦଳ ଘୋଷଣା ହୋଇଛି । ଓଡ଼ିଶାର ଅମିତ ରୋହିଦାସଙ୍କୁ ଭାରତୀୟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି । ଅମିତଙ୍କ ବ୍ୟତୀତ ଆଉ ଜଣେ ଓଡିଆ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି । ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।
ବେଲଜିୟମ ଓ ନେଦରଲ୍ୟାଣ୍ଡସ୍ ବିପକ୍ଷ ମ୍ୟାଚ ପାଇଁ ଏହି ଦଳ ଘୋଷଣା କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO