ନୂଆଦିଲ୍ଲୀ – ଶିବସେନା ନେତା ଅରବିନ୍ଦ ସାବନ୍ତ କେନ୍ଦ୍ର ଭାରୀ ଶିଳ୍ପ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କର ଇସ୍ତଫା ପତ୍ରକୁ ସ୍ୱୀକାର କରି ନେଇଛନ୍ତି । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାବଡେକରଙ୍କୁ ଏହି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରା ଯାଇଥିବା ରାଷ୍ଟ୍ରପତି ଭବନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Related Stories
November 21, 2024
November 21, 2024