ଭୁବନେଶ୍ୱର,ଟମାଟୋ ଫ୍ଲୁ ଆତଙ୍କିତ ହେବା ଭଳି ରୋଗ ନୁହେଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସାମ୍ବାଦିକ ମାନଙ୍କ ସହ କଥାବାର୍ତା ହେଳେ ସେ କହିଛନ୍ତି ଯେ ୯୯%ରୁ ଅଧିକ ଆକ୍ରାନ୍ତ ଭଲ ହୋଇଯାଆନ୍ତି । ଏହି ରୋଗରେ ମୃତ୍ୟୁ ସଂଖ୍ୟା ବହୁତ କମ୍ । ଏହା ସପ୍ତାହେ ଭିତରେ ଏହି ରୋଗ ଭଲ ହୋଇଯାଏ ।
ପିଲାଙ୍କୁ ହେଲେ ଆଇସୋଲେସନରେ ରଖି ଲକ୍ଷଣ ଅନୁସାରେ ଔଷଧ ଦେବାକୁ ସେ ଅନୁରୋଧ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO