ଘଟଗାଁ, କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ୮ ନଂ ଜିଲ୍ଲା ପରିଷଦ ଜୋନ୍ ରେ ଅନୁଷ୍ଠିତ ନିର୍ବାଚନରେ ବାଜିମାତ୍ କରିଛି ବିଜେଡ଼ି । ବିଜେଡ଼ି ପ୍ରାର୍ଥୀ ରଞ୍ଜିତ ନାୟକ ବିଜୟ ଲାଭ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀଙ୍କୁ ୧୩ ହଜାର ୧୧୮ ଖଣ୍ଡ ଭୋଟ୍ ରେ ପରାସ୍ତ କରିଛନ୍ତି ।
ଏଠାରେ ଉଲ୍ଲେଖଯୋଗ୍ୟ, ଗତକାଲି ଏଠାରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଏହାର ଫଳାଫଳ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO