କେନ୍ଦୁଝର, ନକଲି ସାର୍ଟିଫିକେଟ ଜମା କରି ଦୀର୍ଘ ବର୍ଷ ଧରି ଚାକିରୀ କରିବା ଅଭିଯୋଗରେ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ବିଲାରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
Related Stories
November 23, 2024