ଭୁବନେଶ୍ବର, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ୩ ଦିନ ପୂର୍ବରୁ କେରଳରେ ପହଞ୍ଚିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବରୁ ଜୁନ ମାସ 1 ତାରିଖ ଦିନ ମୌସୁମୀ କେରଳ ସ୍ପର୍ଶ କରିବ ବୋଲି ଆକଳନ କରାଯାଇଥିଲା । ମାତ୍ର ଏହାର ତିନି ଦିନ ପୂର୍ବରୁ ମୌସୁମୀ କେରଳ ଛୁଇଁ ଥିବା ନେଇ ସୂଚନା ଦିଆଯାଇଛି ।
Related Stories
November 22, 2024