
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪,୭୪,୩୦୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୪,୯୭,୯୯,୧୪୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୮୨୮ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୮୨୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧୭,୦୮୭ ବେଳେ ବର୍ତମାନ ସୁଦ୍ଧା ୫,୨୪,୫୮୬ ଜଣ ମୃତ୍ୟୁ ବରଣ କରିଛନ୍ତି ।