
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୭୦୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧୭,୬୯୮ ବେଳେ ବର୍ତମାନ ସୁଦ୍ଧା ୫,୨୪,୬୧୧ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୨,୭୮,୨୬୭ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୨,୭୮,୨୬୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୫,୦୦,୭୭,୪୦୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା