ସମ୍ବଲପୁର, ଗ୍ୟାସ୍ ସିଲିଣ୍ଡରରୁ ନିଆଁ ଲାଗି ଜଣେ ଦୋକାନୀଙ୍କ ମୃତ୍ୟୁ ଘଟିଛି । ଏକ ବଡ ସିଲିଣ୍ଡରରୁ ଛୋଟ ସିଲିଣ୍ଡରକୁ ଗ୍ୟାସ୍ ରିଫିଲିଙ୍ଗ ବେଳେ ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ କାଇଁସିରୀ ଗ୍ରାମରେ ଏକ ଦୋକାନରେ ଘଟିଛି ଅଗ୍ନିକାଣ୍ଡ । ଫଳରେ ସମ୍ପୃକ୍ତ ଦୋକାନୀଙ୍କ ମୃତ୍ୟୁ ଘଟିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO