ଦେବଗଡ଼, ଦେବଗଡ଼ ନିକଟବର୍ତି ୫ଟି ପଚାଂୟତରେ କୌଣସି ମୋବାଇଲ ନେଟୱାର୍କ ସୁବିଧା ନାହିଁ, ଏଣୁ ସମ୍ପୃକ୍ତ ଅଂଚଳରେ ତୁରନ୍ତ ମୋବାଇଲ୍ ଟାୱାର ନିର୍ମାଣ ଓ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ ପଚାଂୟତବାସୀଙ୍କ ପକ୍ଷରୁ ତିଲେଇବଣି ବ୍ଲକ କୈଳାସ ଛକ ନିକଟରେ ଆଜି ୪୯ ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଫଳରେ ଦୀର୍ଘ ସମୟ ଧରି ସମ୍ପୃକ୍ତ ରୁଟ୍ ରେ ଯାନବାହନ ଚଳାଚଳ ବ୍ୟାହତ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO