ଭୁବନେଶ୍ବର, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଶୁକ୍ରବାର ଦିନ ପ୍ରବର୍ତନ ନିର୍ଦେଶାଳୟ ସମ୍ମୁଖରେ ହାଜର ହୋଇଥିବା ଜଣା ପଡିଛି । ଅର୍ଥ ତତ୍ୱ ଚିଟ ଫଣ୍ଡ ମାମଲାରେ ତାଙ୍କୁ ଇଡିରେ ହାଜର ହେବାକୁ ନୋଟିସ ହୋଇଥିଲା । ଏହି ନୋଟିସ ଆଧାରରେ ସେ ଇଡିରେ ହାଜର ହୋଇଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO