ଭୁବନେଶ୍ୱର, ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ମନ୍ତ୍ରିମଣ୍ଡଳରୁ ବାଦ ପଡିଥିବା ମନ୍ତ୍ର ମାନେ ଆଜି ସକାଳେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀ ପଟ୍ଟନାୟକକୁ ସାକ୍ଷାତ କରିଛନ୍ତି । କେବଳ ବିକ୍ରମ ଆରୁଖଙ୍କୁ ଛାଡ଼ି ବାଦ୍ ପଡ଼ିଥିବା ସମସ୍ତ ବିଦାୟୀ ମନ୍ତ୍ରୀ ଭେଟିଥିବା ଜଣା ପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO